16/07/2026
ଦୋଳେ ଚ ଦୋଳଗୋବିନ୍ଦଂ, ଚାପେ ଚ ମଧୁସୂଦନମ୍ ।
ରଥେ ତୁ ବାମନଂ ଦୃଷ୍ଟ୍ଵା, ପୁନର୍ଜନ୍ମ ନ ବିଦ୍ୟତେ ॥
ବିଶ୍ୱନିଅନ୍ତା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବଦିନାତ୍ମିକ ଯାତ୍ରା ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।
🙏