Rourkela Trade Fair

Rourkela Trade Fair A large event at which companies show and sell their products and try to increase their business

19/10/2024


HOME / OFFICE CAMERA AVAILABLE : 9437939694
25/09/2024

HOME / OFFICE CAMERA AVAILABLE : 9437939694

22/07/2024
ବନ୍ଦେ ଉତ୍କଳ ଜନନୀ, ଚାରୁ ହାସମୟୀ ଚାରୁ ଭାଷମୟୀ, ଜନନୀ, ଜନନୀ, ଜନନୀ॥ପୂତ-ପୟୋଧି-ବିଧୌତ-ଶରୀରା, ତାଳତମାଳ-ସୁଶୋଭିତ-ତୀରା, ଶୁଭ୍ର ତଟିନୀକୂଳ-...
01/04/2024

ବନ୍ଦେ ଉତ୍କଳ ଜନନୀ, ଚାରୁ ହାସମୟୀ ଚାରୁ ଭାଷମୟୀ, ଜନନୀ, ଜନନୀ, ଜନନୀ॥

ପୂତ-ପୟୋଧି-ବିଧୌତ-ଶରୀରା, ତାଳତମାଳ-ସୁଶୋଭିତ-ତୀରା, ଶୁଭ୍ର ତଟିନୀକୂଳ-ଶୀକର-ସମୀରା, ଜନନୀ, ଜନନୀ, ଜନନୀ॥

ଘନ ଘନ ବନଭୂମି ରାଜିତ ଅଙ୍ଗେ, ନୀଳ ଭୂଧରମାଳା ସାଜେ ତରଙ୍ଗେ, କଳ କଳ ମୁଖରିତ ଚାରୁ ବିହଙ୍ଗେ, ଜନନୀ, ଜନନୀ, ଜନନୀ॥

ସୁନ୍ଦର ଶାଳୀ-ସୁଶୋଭିତ-କ୍ଷେତ୍ରା, ଜ୍ଞାନବିଜ୍ଞାନ-ପ୍ରଦର୍ଶିତ-ନେତ୍ରା, ଯୋଗୀଋଷିଗଣ-ଊଟଜ-ପବିତ୍ରା, ଜନନୀ, ଜନନୀ, ଜନନୀ॥

ସୁନ୍ଦର ମନ୍ଦିର ମଣ୍ଡିତ-ଦେଶା, ଚାରୁକଳାବଳୀ-ଶୋଭିତ-ବେଶା, ପୁଣ୍ୟ ତୀର୍ଥାଚୟ-ପୂର୍ଣ୍ଣ-ପ୍ରଦେଶା, ଜନନୀ, ଜନନୀ, ଜନନୀ॥

ଉତ୍କଳ ଶୂରବର-ଦର୍ପିତ-ଗେହା, ଅରିକୁଳ-ଶୋଣିତ-ଚର୍ଚ୍ଚିତ-ଦେହା, ବିଶ୍ୱଭୂମଣ୍ଡଳ-କୃତବର-ସ୍ନେହା, ଜନନୀ, ଜନନୀ, ଜନନୀ॥

କବିକୁଳମୌଳି ସୁନନ୍ଦନ-ବନ୍ଦ୍ୟା, ଭୁବନ ବିଘୋଷିତ-କୀର୍ତ୍ତି ଅନିନ୍ଦ୍ୟା, ଧନ୍ୟେ, ପୁଣ୍ୟେ, ଚିରଶରଣ୍ୟେ, ଜନନୀ, ଜନନୀ, ଜନନୀ॥

Address

MICR-37, Chhend, (Near Madhu Mandap) Rourkela
Rourkela
769015

Telephone

+919040639517

Website

Alerts

Be the first to know and let us send you an email when Rourkela Trade Fair posts news and promotions. Your email address will not be used for any other purpose, and you can unsubscribe at any time.

Contact The Business

Send a message to Rourkela Trade Fair:

Share